ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୨ ଗେଟ୍, ୧୨ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର ୧।୮: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଦୁଇଟି ଗେଟ୍ ବନ୍ଦ ହେବା ପରେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପଟରୁ ୮ଟି ଓ ଡାହାଣ ପଟରୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାପଡିଛି ।ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିଲା । ଏବେ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପଟୁ ୧୦ଟି ଓ ଡାହାଣ ପଟୁ ୪ଟି ଗେଟ୍ ଖୋଲା ରହିଥିଲା । ଏବେ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ ହୋଇଛି । ଫଳରେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।You Can Read:ପୋଖରୀରେ ବୁଡି ନାବାଳକଙ୍କ ମୃତ୍ୟୁ, ଶୌଚ ହେବାକୁ ଯାଇଥିବା ବେଳେ ଅଘଟଣ

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୨ ଗେଟ୍, ୧୨ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର : ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଦୁଇଟି ଗେଟ୍ ବନ୍ଦ ହେବା ପରେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପଟରୁ ୮ଟି ଓ ଡାହାଣ ପଟରୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାପଡିଛି ।

ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିଲା । ଏବେ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପଟୁ ୧୦ଟି ଓ ଡାହାଣ ପଟୁ ୪ଟି ଗେଟ୍ ଖୋଲା ରହିଥିଲା । ଏବେ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ ହୋଇଛି । ଫଳରେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।

You Can Read:

ପୋଖରୀରେ ବୁଡି ନାବାଳକଙ୍କ ମୃତ୍ୟୁ, ଶୌଚ ହେବାକୁ ଯାଇଥିବା ବେଳେ ଅଘଟଣ