ବନ୍ଧା ହେଲେ ଅତୁଲ ସୁଭାଷଙ୍କ ପତ୍ନୀ ନିକିତା; ଶାଶୁ-ଶଳାଙ୍କୁ ମଧ୍ୟ…
ବେଙ୍ଗାଲୁରୁ,୧୫।୧୨: AI ସଫ୍ଟଓ୍ବୟାର ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମାମଲାରେ ପୋଲିସ ପତ୍ନୀ ତଥା ଅଭିଯୁକ୍ତ ନିକିତା ସିଙ୍ଘାନିଆଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ନିକିତା ହରିୟାଣାର ଗୁରୁଗ୍ରାମରେ ଗିରଫଦାରି ଭୟରେ ଲୁଚି ରହିଥିଲେ। ତାଙ୍କ ସହ ମା’ ନିଶା ସିଙ୍ଘାନିଆ ଏବଂ ଶଳାଙ୍କୁ ମଧ୍ୟ ଗିରଫ କରାଯାଇଥିବା ଜଣାପଡ଼ିଛି। ନିଶା ଏବଂ ଅନୁରାଗ ପ୍ରୟାଗରାଜରେ ଲୁଚିଥିଲେ। ବାଙ୍ଗାଲୋର ପୋଲିସକୁ ଏନେଇ ସୂଚନା ମିଳିବା ପରେ ୩ଜଣଙ୍କୁ ଗିରଫ କରାଯାଇ କୋର୍ଟରେ ହାଜର କରାଯାଇଛି। ସେଠାରୁ ସେମାନଙ୍କୁ […] The post ବନ୍ଧା ହେଲେ ଅତୁଲ ସୁଭାଷଙ୍କ ପତ୍ନୀ ନିକିତା; ଶାଶୁ-ଶଳାଙ୍କୁ ମଧ୍ୟ… appeared first on Dharitri Odia News.
ବେଙ୍ଗାଲୁରୁ,୧୫।୧୨: AI ସଫ୍ଟଓ୍ବୟାର ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମାମଲାରେ ପୋଲିସ ପତ୍ନୀ ତଥା ଅଭିଯୁକ୍ତ ନିକିତା ସିଙ୍ଘାନିଆଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ନିକିତା ହରିୟାଣାର ଗୁରୁଗ୍ରାମରେ ଗିରଫଦାରି ଭୟରେ ଲୁଚି ରହିଥିଲେ। ତାଙ୍କ ସହ ମା’ ନିଶା ସିଙ୍ଘାନିଆ ଏବଂ ଶଳାଙ୍କୁ ମଧ୍ୟ ଗିରଫ କରାଯାଇଥିବା ଜଣାପଡ଼ିଛି।
ନିଶା ଏବଂ ଅନୁରାଗ ପ୍ରୟାଗରାଜରେ ଲୁଚିଥିଲେ। ବାଙ୍ଗାଲୋର ପୋଲିସକୁ ଏନେଇ ସୂଚନା ମିଳିବା ପରେ ୩ଜଣଙ୍କୁ ଗିରଫ କରାଯାଇ କୋର୍ଟରେ ହାଜର କରାଯାଇଛି। ସେଠାରୁ ସେମାନଙ୍କୁ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ହେଲେ ଦାଦା ସୁଶୀଲ ସିଙ୍ଘାନିଆ ଫେରାର ଅଛନ୍ତି। ପୋଲିସ ତାଙ୍କୁ ଗିରଫ କରିବା ଲାଗି ଚଢ଼ାଉ କରୁଛି।
The post ବନ୍ଧା ହେଲେ ଅତୁଲ ସୁଭାଷଙ୍କ ପତ୍ନୀ ନିକିତା; ଶାଶୁ-ଶଳାଙ୍କୁ ମଧ୍ୟ… appeared first on Dharitri Odia News.