ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୬: ଆକ୍ସନ ମୋଡରେ ମୋହନ ସରକାର। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ଦୁର୍ବଳ ନଦୀବନ୍ଧ ଅଧିକ ସୁଦୃଢ଼ କରିବା ଓ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। The post ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୬: ଆକ୍ସନ ମୋଡରେ ମୋହନ ସରକାର। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ଦୁର୍ବଳ ନଦୀବନ୍ଧ ଅଧିକ ସୁଦୃଢ଼ କରିବା ଓ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

The post ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.