ବବି ଦାସଙ୍କ ନାମରେ ଏତଲା
ଭୁବନେଶ୍ୱର,୪ା୭: ବିଜେଡି ସଂଗଠନର ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ନାମରେ ଶୁକ୍ରବାର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିବା ଜଣାପଡ଼ିଛି। ବବି ଅନୁମତି ନ ନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି। ସ୍ବତନ୍ତ୍ର କମିଟି ଗଢ଼ି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ସେ ଦାବି କରିଛନ୍ତି। The post ବବି ଦାସଙ୍କ ନାମରେ ଏତଲା appeared first on Dharitri Odia News.
ଭୁବନେଶ୍ୱର,୪ା୭: ବିଜେଡି ସଂଗଠନର ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ନାମରେ ଶୁକ୍ରବାର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିବା ଜଣାପଡ଼ିଛି। ବବି ଅନୁମତି ନ ନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି। ସ୍ବତନ୍ତ୍ର କମିଟି ଗଢ଼ି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ସେ ଦାବି କରିଛନ୍ତି।
The post ବବି ଦାସଙ୍କ ନାମରେ ଏତଲା appeared first on Dharitri Odia News.