ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଥିବା ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ, ଅମ୍ବାଭୋନା ଥାନା ପ୍ରକାଶପୁର ଗ୍ରାମର ମନୋଜ ପାଇକ(୨୬) । ମନୋଜ ଚୋରାମଦ କାରବାରରେ ଗିରଫ ହୋଇ କାରାଗାରରେ ଥିଲେ। ତାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ। ପୋଲିସର ତଦନ୍ତ ଏବଂ ମୃତଦେହ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡିବ ବୋଲି କାରାଗାର କର୍ତ୍ତୃପକ୍ଷ କହିଛନ୍ତି। The post ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ appeared first on Dharitri Odia News.
ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଥିବା ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ, ଅମ୍ବାଭୋନା ଥାନା ପ୍ରକାଶପୁର ଗ୍ରାମର ମନୋଜ ପାଇକ(୨୬) ।
ମନୋଜ ଚୋରାମଦ କାରବାରରେ ଗିରଫ ହୋଇ କାରାଗାରରେ ଥିଲେ। ତାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ। ପୋଲିସର ତଦନ୍ତ ଏବଂ ମୃତଦେହ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡିବ ବୋଲି କାରାଗାର କର୍ତ୍ତୃପକ୍ଷ କହିଛନ୍ତି।
The post ବରଗଡ଼ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ appeared first on Dharitri Odia News.