ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ
ବରଗଡ଼,୧୦ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରୁ ଅଯୋଧ୍ୟାକୁ ସୋମବାର ସରକାରୀ ବସ୍ ସେବା ଆରମ୍ଭ ହୋଇଛି। ଆଜି ସକାଳେ ସ୍ଥାନୀୟ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିଛନ୍ତି। ବରଗଡ଼ରୁ ସକାଳ ୮ଟାରୁ ଏହି ବସ୍ ବାହାରି ସମ୍ବଲପୁର, ଝାରସୁଗୁଡ଼ା ସୁନ୍ଦରଗଡ଼, ରାଉରକେଲା, ବୀରମିତ୍ରପୁର, ବାରାଣସୀ, ପ୍ରୟାଗରାଜ ଦେଇ ଅଯୋଧ୍ୟାରେ ପହଞ୍ଚିବ। ସେହିପରି ଏହି ରୁଟ୍ ଦେଇ ଅଯୋଧ୍ୟାରୁ ବରଗଡ଼ ବସ୍ ଆସିବ ବୋଲି ସୂଚନା ଦିଆଯାଇଛି। ଆସନ୍ତା ୧୭ ଏବଂ ୨୪ ତାରିଖରେ ମଧ୍ୟ ଏହି ବସ୍ […] The post ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ appeared first on Dharitri Odia News.
ବରଗଡ଼,୧୦ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରୁ ଅଯୋଧ୍ୟାକୁ ସୋମବାର ସରକାରୀ ବସ୍ ସେବା ଆରମ୍ଭ ହୋଇଛି। ଆଜି ସକାଳେ ସ୍ଥାନୀୟ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିଛନ୍ତି। ବରଗଡ଼ରୁ ସକାଳ ୮ଟାରୁ ଏହି ବସ୍ ବାହାରି ସମ୍ବଲପୁର, ଝାରସୁଗୁଡ଼ା ସୁନ୍ଦରଗଡ଼, ରାଉରକେଲା, ବୀରମିତ୍ରପୁର, ବାରାଣସୀ, ପ୍ରୟାଗରାଜ ଦେଇ ଅଯୋଧ୍ୟାରେ ପହଞ୍ଚିବ। ସେହିପରି ଏହି ରୁଟ୍ ଦେଇ ଅଯୋଧ୍ୟାରୁ ବରଗଡ଼ ବସ୍ ଆସିବ ବୋଲି ସୂଚନା ଦିଆଯାଇଛି। ଆସନ୍ତା ୧୭ ଏବଂ ୨୪ ତାରିଖରେ ମଧ୍ୟ ଏହି ବସ୍ ଏଠାରୁ ଛାଡ଼ିବ।
The post ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ appeared first on Dharitri Odia News.