ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ
ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ପକ୍ଷରୁ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ପତାକା ଉତ୍ତୋଳନ ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ଏସ୍ପି ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିବାବେଳେ ପରେଡରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। The post ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ appeared first on Dharitri Odia News.
ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ପକ୍ଷରୁ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ପତାକା ଉତ୍ତୋଳନ ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ଏସ୍ପି ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିବାବେଳେ ପରେଡରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।
The post ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ appeared first on Dharitri Odia News.