ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଆକ୍ରାନ୍ତଙ୍କୁ ଜ୍ବର ଲାଗି ରହିଥିଲା। ତେବେ ପରୀକ୍ଷା ପରେ ସେ ସ୍କ୍ରବ୍ ଟାଇଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। ବର୍ତ୍ତମାନ ଆକ୍ରାନ୍ତ ଜଣକ ସୁସ୍ଥ ଅଛନ୍ତି ଏବଂ ଅଧିକ ପରୀକ୍ଷା ପାଇଁ ତାଙ୍କ ରକ୍ତ ନମୁନା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ବୋଲି ପଦ୍ମପୁର ଉପଖଣ୍ଡ […] The post ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ appeared first on Dharitri Odia News.

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍:  ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଆକ୍ରାନ୍ତଙ୍କୁ ଜ୍ବର ଲାଗି ରହିଥିଲା। ତେବେ ପରୀକ୍ଷା ପରେ ସେ ସ୍କ୍ରବ୍ ଟାଇଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। ବର୍ତ୍ତମାନ ଆକ୍ରାନ୍ତ ଜଣକ ସୁସ୍ଥ ଅଛନ୍ତି ଏବଂ ଅଧିକ ପରୀକ୍ଷା ପାଇଁ ତାଙ୍କ ରକ୍ତ ନମୁନା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ବୋଲି ପଦ୍ମପୁର ଉପଖଣ୍ଡ ଚିକିତ୍ସା ଅଧିକାରୀ (ଏସଡିଏମଓ) ଡା. ଆଶୁତୋଷ ହୋତା କହିଛନ୍ତି।

The post ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ appeared first on Dharitri Odia News.