ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ପ୍ରକାଶଥାଉକି, ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ସୋମବାର ଖରାଛୁଟି ସରୁଥିଲା । ମାତ୍ର ତାତି, ଗୁଳୁଗୁଳି ଜାରି ରହିଥିବା ଯୋଗୁ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି […] The post ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି appeared first on Dharitri Odia News.
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି।
ଜିଲାପାଳ ଆଦିତ୍ୟ ଗୋୟଲଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ପ୍ରକାଶଥାଉକି, ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ସୋମବାର ଖରାଛୁଟି ସରୁଥିଲା । ମାତ୍ର ତାତି, ଗୁଳୁଗୁଳି ଜାରି ରହିଥିବା ଯୋଗୁ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ଆଜି ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବରଗଡ଼ ଜିଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି।
The post ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି appeared first on Dharitri Odia News.