ବରିଷ୍ଠ ଚଳଚିତ୍ର ଅଭିନେତା ସାଧୁ ମେହେରଙ୍କ ପରଲୋକ
ମୁମ୍ବାଇ : ବରିଷ୍ଠ ଚଳଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକ I ମୁମ୍ବାଇରେ ତାଙ୍କର ମୃତ୍ୟୁ ହୋଇଥିବାନେଇ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ସୂଚନା ଦେଇଛନ୍ତି। ସାଧୁ ମେହେରଙ୍କୁ ୨୦୧୭ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସାଧୁ ଉଭୟ ହିନ୍ଦୀ ଓ ଓଡ଼ିଆ ସିନେମାରେ ଖ୍ୟାତି ଅର୍ଜନ କରିଥିଲେ ସାଧୁ ମେହେର। ଅଙ୍କୁର, ମୃଗୟା, ଭୁବନ ସୋମ୍ ଓ ମନ୍ଥନରେ ସାଧୁ ମେହେର ନିଖୁଣ ଅଭିନୟ କରିଥିଲେ।

ମୁମ୍ବାଇ : ବରିଷ୍ଠ ଚଳଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକ I ମୁମ୍ବାଇରେ ତାଙ୍କର ମୃତ୍ୟୁ ହୋଇଥିବାନେଇ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ସୂଚନା ଦେଇଛନ୍ତି। ସାଧୁ ମେହେରଙ୍କୁ ୨୦୧୭ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।
ସାଧୁ ଉଭୟ ହିନ୍ଦୀ ଓ ଓଡ଼ିଆ ସିନେମାରେ ଖ୍ୟାତି ଅର୍ଜନ କରିଥିଲେ ସାଧୁ ମେହେର। ଅଙ୍କୁର, ମୃଗୟା, ଭୁବନ ସୋମ୍ ଓ ମନ୍ଥନରେ ସାଧୁ ମେହେର ନିଖୁଣ ଅଭିନୟ କରିଥିଲେ।