ବର୍ବରକାଣ୍ଡ: କାଠଫାଳିଆରେ ମହିଳାଙ୍କୁ ପିଟିପିଟି ମାରିଦେଲେ
ଗୁଣପୁର,୧୬।୫: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା କରଡ଼ା ଗାଁରେ ଏକ ବର୍ବରକାଣ୍ଡ ସାମ୍ନାକୁ ଆସିଛି। ଜଣେ ମହିଳାଙ୍କୁ କାଠଫାଳିଆରେ ପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟା ଅଭିଯୋଗରେ ରାମନାଗୁଡ଼ା ଥାନା ପୋଲିସ ଗୋଟିଏ ପରିବାରର ୩ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି। ହେଲେ ହତ୍ୟାକାଣ୍ଡର କାରଣ ଜଣାପଡି ନାହିଁ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। The post ବର୍ବରକାଣ୍ଡ: କାଠଫାଳିଆରେ ମହିଳାଙ୍କୁ ପିଟିପିଟି ମାରିଦେଲେ appeared first on Dharitri Odia News.
ଗୁଣପୁର,୧୬।୫: ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା କରଡ଼ା ଗାଁରେ ଏକ ବର୍ବରକାଣ୍ଡ ସାମ୍ନାକୁ ଆସିଛି। ଜଣେ ମହିଳାଙ୍କୁ କାଠଫାଳିଆରେ ପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
ହତ୍ୟା ଅଭିଯୋଗରେ ରାମନାଗୁଡ଼ା ଥାନା ପୋଲିସ ଗୋଟିଏ ପରିବାରର ୩ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି। ହେଲେ ହତ୍ୟାକାଣ୍ଡର କାରଣ ଜଣାପଡି ନାହିଁ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
The post ବର୍ବରକାଣ୍ଡ: କାଠଫାଳିଆରେ ମହିଳାଙ୍କୁ ପିଟିପିଟି ମାରିଦେଲେ appeared first on Dharitri Odia News.