ବର୍ଷା ଓ ବଜ୍ରପାତ ପାଇଁ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର : ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଯାଇଛି । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ବାଲେଶ୍ବର, ମୟୁରଭଞ୍ଜ, ନବରଙ୍ଗପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ […]

ଭୁବନେଶ୍ୱର : ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଯାଇଛି । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ବାଲେଶ୍ବର, ମୟୁରଭଞ୍ଜ, ନବରଙ୍ଗପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।