ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍ ଜୋର୍ରେ ବଜ୍ରପାତ ହେବାରୁ…
ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ ଛତ୍ରିଆ (୩୦)ଓ ବୈକୁଣ୍ଠ ଛତ୍ରିଆ (୩୦) ଆଶ୍ରୟ ନେଉଥିବା ସମୟରେ ବ୍ରଜପାତରେ ବଳଦେବ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ ଧନସିଂ ଛତ୍ରିଆ ଓ ବୈକୁଣ୍ଠ ଛତ୍ରିଆ ଆହତ ହୋଇଛନ୍ତି। ସମସ୍ତଙ୍କୁ ନୂଆପଡ଼ା ଜିଲା ଡାକ୍ତରଖାନାକୁ ସ୍ଥାନାନ୍ତର […] The post ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍ ଜୋର୍ରେ ବଜ୍ରପାତ ହେବାରୁ… appeared first on Dharitri Odia News.
ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ ଛତ୍ରିଆ (୩୦)ଓ ବୈକୁଣ୍ଠ ଛତ୍ରିଆ (୩୦) ଆଶ୍ରୟ ନେଉଥିବା ସମୟରେ ବ୍ରଜପାତରେ ବଳଦେବ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ ଧନସିଂ ଛତ୍ରିଆ ଓ ବୈକୁଣ୍ଠ ଛତ୍ରିଆ ଆହତ ହୋଇଛନ୍ତି। ସମସ୍ତଙ୍କୁ ନୂଆପଡ଼ା ଜିଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
The post ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍ ଜୋର୍ରେ ବଜ୍ରପାତ ହେବାରୁ… appeared first on Dharitri Odia News.