ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କେଜରିଓ୍ବାଲ ଓ ତାଙ୍କ ମନ୍ତ୍ରୀମାନଙ୍କ ଉପରେ ବର୍ଷିଛନ୍ତି। କୋର୍ଟ କହିଛନ୍ତି, କେତେ କ୍ଷମତା ପାଇଲେ କେଜରିଓ୍ବାଲ ଖୁସି ହେବେ? କୋର୍ଟ କହିଛନ୍ତି, ରାଷ୍ଟ୍ର ହିତ ଠୁ କେଜରିୱାଲ ବ୍ୟକ୍ତିଗତ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଛନ୍ତି […] The post ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ? appeared first on Dharitri Odia News.

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କେଜରିଓ୍ବାଲ ଓ ତାଙ୍କ ମନ୍ତ୍ରୀମାନଙ୍କ ଉପରେ ବର୍ଷିଛନ୍ତି। କୋର୍ଟ କହିଛନ୍ତି, କେତେ କ୍ଷମତା ପାଇଲେ କେଜରିଓ୍ବାଲ ଖୁସି ହେବେ?

କୋର୍ଟ କହିଛନ୍ତି, ରାଷ୍ଟ୍ର ହିତ ଠୁ କେଜରିୱାଲ ବ୍ୟକ୍ତିଗତ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଛନ୍ତି ।ର୍ କେତେ କ୍ଷମତା ହେଲେ ସେ ଖୁସି ହୋଇ ପାରିବେ ବୋଲି ବି ପଚାରିଛନ୍ତି କୋର୍ଟ। ଦିଲ୍ଲୀ ମୁଖ୍ୟମନନ୍ତ୍ରୀ ଜେଲରେ ବନ୍ଦଥିବାରୁ ଦିଲ୍ଲୀ ନଗର ନିଗମ ଅଧୀନ ସ୍କୁଲମାନଙ୍କରେ ଏକ ପ୍ରକାର ଅଚଳାବସ୍ଥା ସୃଷ୍ଟି ହେଲାଣି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫାଇଲ ଅନୁମୋଦିତ ହୋଇ ପାରୁ ନ ଥିବାରୁ ପିଲାମାନଙ୍କୁ ବହି, ଖାତା, ସ୍କୁଲ ଡ୍ରେସ ଆଦି ଆବଶ୍ୟକୀୟ ଜିନିଷ ମିଳି ପାରୁନି। ଫଳରେ ସେମାନଙ୍କ ପାଠପାଢା ବ୍ୟାଘାତ ହେଉଛି ବୋଲି କହିଛନ୍ତି କୋର୍ଟ।

The post ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ? appeared first on Dharitri Odia News.