ବଲାଙ୍ଗୀର ନୂଆ ସର୍କିଟ ହାଉସ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି
ବଲାଙ୍ଗୀର,୨।୧୧: (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ନବନିର୍ମତ ଦୁଇ ମହଲା କୋଠା ବିଶିଷ୍ଟ ସର୍କିଟ ହାଉସକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଉଦ୍ଘାଟନ କରିଛନ୍ତି । ୮ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ଏହି ନୂଆ ସର୍କିଟ ହାଉସ ନିର୍ମଣ କରାଯାଇଛି। ଏହି ଉଦଘାଟନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ, ଲୋକସଭା ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ଏମ୍ପି ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ କଳିିକେଶ […] The post ବଲାଙ୍ଗୀର ନୂଆ ସର୍କିଟ ହାଉସ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି appeared first on Dharitri Odia News.
ବଲାଙ୍ଗୀର,୨।୧୧: (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ନବନିର୍ମତ ଦୁଇ ମହଲା କୋଠା ବିଶିଷ୍ଟ ସର୍କିଟ ହାଉସକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଉଦ୍ଘାଟନ କରିଛନ୍ତି । ୮ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ଏହି ନୂଆ ସର୍କିଟ ହାଉସ ନିର୍ମଣ କରାଯାଇଛି। ଏହି ଉଦଘାଟନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ, ଲୋକସଭା ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ଏମ୍ପି ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ କଳିିକେଶ ନାରାୟଣ ସିଂଦେଓ, ବୀରମହାରାଜପୁର ରଘୁନାଥ ଜଗଦଲା, ଉତ୍ତରାଞ୍ଚଳ ଆଇଜି ହିମାଂଶୁ କୁମାର ଲାଲ, ଜିଲାପାଳ ଗୈାରବ ଶିଓ୍ବାଜୀ ଇସଲଓ୍ବାର, ଏସ୍ପି ଋଷିକେଶ ଡାନଦେଓ ଖିଲାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।
The post ବଲାଙ୍ଗୀର ନୂଆ ସର୍କିଟ ହାଉସ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି appeared first on Dharitri Odia News.