ବଲାଙ୍ଗୀରରୁ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର
ଭୁବନେଶର,୩୦।୧: ବଲାଙ୍ଗୀର ନିର୍ବାଚନମଣ୍ଡଳୀରୁ ୨୦୨୪ ନର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ତାଙ୍କ ବଦଳରେ ତାଙ୍କ ପୁଅ ସୌମେନ୍ଦ୍ର ମିଶ୍ର ବିଧାନସଭା ନିର୍ବାଚନ ଲଢ଼ିବେ। ଏନେଇ ବଲାଙ୍ଗୀରରେ ହୋଇଥିବା କମିଟି ମିଟିଂରେ ଏହା ନିଷ୍ପତ୍ତିି ହୋଇଛି। ଏଆଇସିସିକୁ ଏହା ଜଣାଇ ଦିଆଯାଇଛି। ଏନେଇ ଏଆଇସିସି ଯାହା ନିଷ୍ପତ୍ତି ନେବ। The post ବଲାଙ୍ଗୀରରୁ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର appeared first on Dharitri Odia News.
ଭୁବନେଶର,୩୦।୧: ବଲାଙ୍ଗୀର ନିର୍ବାଚନମଣ୍ଡଳୀରୁ ୨୦୨୪ ନର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ତାଙ୍କ ବଦଳରେ ତାଙ୍କ ପୁଅ ସୌମେନ୍ଦ୍ର ମିଶ୍ର ବିଧାନସଭା ନିର୍ବାଚନ ଲଢ଼ିବେ। ଏନେଇ ବଲାଙ୍ଗୀରରେ ହୋଇଥିବା କମିଟି ମିଟିଂରେ ଏହା ନିଷ୍ପତ୍ତିି ହୋଇଛି। ଏଆଇସିସିକୁ ଏହା ଜଣାଇ ଦିଆଯାଇଛି। ଏନେଇ ଏଆଇସିସି ଯାହା ନିଷ୍ପତ୍ତି ନେବ।
The post ବଲାଙ୍ଗୀରରୁ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର appeared first on Dharitri Odia News.