ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ: ଓଡ଼ିଶା ପୁଲିସ

ସମାଜ ଡିଜିଟାଲ ଡେସ୍କ: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ମୁହଁ ଖୋଲିଛି ଓଡ଼ିଶା ପୁଲିସ। ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କର ସମ୍ପୃକ୍ତି ନାହିଁ ବୋଲି ପୁଲିସ ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି କୁହାଯାଇଛି। ଉକ୍ତ ପୋଷ୍ଟରେ କୁହାଯାଇଛି ଯେ, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ। ଏହି ଘଟଣାରେ ପୁଲିସ ପକ୍ଷରୁ ନିଷ୍ଠାର ସହିତ ତଦନ୍ତ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି […]

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ: ଓଡ଼ିଶା ପୁଲିସ

ସମାଜ ଡିଜିଟାଲ ଡେସ୍କ: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ମୁହଁ ଖୋଲିଛି ଓଡ଼ିଶା ପୁଲିସ। ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କର ସମ୍ପୃକ୍ତି ନାହିଁ ବୋଲି ପୁଲିସ ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି କୁହାଯାଇଛି।

ଉକ୍ତ ପୋଷ୍ଟରେ କୁହାଯାଇଛି ଯେ, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ। ଏହି ଘଟଣାରେ ପୁଲିସ ପକ୍ଷରୁ ନିଷ୍ଠାର ସହିତ ତଦନ୍ତ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ, ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।