ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍ କରାଇଲେ
ବାହରିଚ୍,୧୮।୪: ଉତ୍ତରପ୍ରଦେଶର ବାହରିଚ୍ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍ କରାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଶୁକ୍ରବାର ଏକ ମାମଲା ରୁଜୁ କରିଛି। ଅଭିଯୁକ୍ତଙ୍କୁ ମାଡ଼ ହେଉଥିବାବେଳେ ସେଠାରେ ଉପସ୍ଥିତ ଲୋକେ ଆକ୍ରମଣକାରୀଙ୍କୁ ପ୍ରୋତ୍ସାହିତ କରୁଥିବା ଦେଖାଯାଇଛି। ଭିଡିଓ ପ୍ରସାରିତ ହେବା ପରେ ଅଭିଯୁକ୍ତଙ୍କ ପରିବାର ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଚିହ୍ନଟ […] The post ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍ କରାଇଲେ appeared first on Dharitri Odia News.
ବାହରିଚ୍,୧୮।୪: ଉତ୍ତରପ୍ରଦେଶର ବାହରିଚ୍ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍ କରାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଶୁକ୍ରବାର ଏକ ମାମଲା ରୁଜୁ କରିଛି। ଅଭିଯୁକ୍ତଙ୍କୁ ମାଡ଼ ହେଉଥିବାବେଳେ ସେଠାରେ ଉପସ୍ଥିତ ଲୋକେ ଆକ୍ରମଣକାରୀଙ୍କୁ ପ୍ରୋତ୍ସାହିତ କରୁଥିବା ଦେଖାଯାଇଛି। ଭିଡିଓ ପ୍ରସାରିତ ହେବା ପରେ ଅଭିଯୁକ୍ତଙ୍କ ପରିବାର ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଚିହ୍ନଟ ହୋଇ ନ ଥିବା କେତେଜଣ ବ୍ୟକ୍ତିଙ୍କ ନାଁରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଧାରାରେ ଏତଲା ଦାଏର କରିଛି।
The post ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍ କରାଇଲେ appeared first on Dharitri Odia News.