ବସିବ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ, ଅନେକ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର ୧୨/୦୯: ଆଜି ବସିବ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ। ଦିନ ୧୦ଟା ରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ବସିବ। ଆସିବ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ।ସୂଚନା ଥାଉକି, ରାଜ୍ୟ କ୍ୟାବିନେଟର ବସିପାରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଭିନ୍ନ ପ୍ରସ୍ତାବରେ ବାଜିପାରେ ମୋହର । 

ବସିବ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ, ଅନେକ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର ୧୨/୦୯: ଆଜି ବସିବ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ। ଦିନ ୧୦ଟା ରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ବସିବ। ଆସିବ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ।

ସୂଚନା ଥାଉକି, ରାଜ୍ୟ କ୍ୟାବିନେଟର ବସିପାରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଭିନ୍ନ ପ୍ରସ୍ତାବରେ ବାଜିପାରେ ମୋହର ।