ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର ୦୬/୦୬: ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଲୋକସେବା ଭବନରେ ଅନୁଷ୍ଠିତ  ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ । ସୂଚନା ଥାଉକି ଶୁକ୍ରବାର ସକାଳ ୧୦ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ବିଭିନ୍ନ ବିଭାଗ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିଭଳି ଆଗକୁ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବାକୁ ଥିବାରେ କିଛି ବଡ଼ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି।

ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର ୦୬/୦୬: ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଲୋକସେବା ଭବନରେ ଅନୁଷ୍ଠିତ  ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ । 

ସୂଚନା ଥାଉକି ଶୁକ୍ରବାର ସକାଳ ୧୦ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ବିଭିନ୍ନ ବିଭାଗ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିଭଳି ଆଗକୁ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବାକୁ ଥିବାରେ କିଛି ବଡ଼ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି।