ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର ମାମଲାର ରାୟ ପ୍ରକାଶ : ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ସାଲେପୁର ୨୮।୮: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର ଘଟଣାର ରାୟ ପ୍ରକାଶ ପାଇଛି । ୯ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ କୋର୍ଟ । ଏହି ରାୟ ଶୁଣାଇଲେ ସାଲେପୁର ଅତିରିକ୍ତ ଜିଲ୍ଲା ଦୌରା ଜଜ୍‌ । ଅଭିଯୁକ୍ତ ୧୦ ଜଣଙ୍କ ମଧ୍ୟରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ଜାନୁଆରୀ ୨ ତାରିଖରେ ଘଟିଥିଲା ବହୁ ଚର୍ଚ୍ଚିତ ଡବଲ୍ ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା କରାଯାଇଥିଲା ।You Can Read:E-KYC ଯାଞ୍ଚ ପରେ ହିତାଧିକାରୀ ପାଇବେ ନୂଆ ରାସନ କାର୍ଡ : ସୂର୍ଯ୍ୟବଂଶୀ ସୁରଜ

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର ମାମଲାର ରାୟ ପ୍ରକାଶ : ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ସାଲେପୁର ୨୮।୮: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର ଘଟଣାର ରାୟ ପ୍ରକାଶ ପାଇଛି । ୯ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ କୋର୍ଟ । ଏହି ରାୟ ଶୁଣାଇଲେ ସାଲେପୁର ଅତିରିକ୍ତ ଜିଲ୍ଲା ଦୌରା ଜଜ୍‌ । ଅଭିଯୁକ୍ତ ୧୦ ଜଣଙ୍କ ମଧ୍ୟରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । 

ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ଜାନୁଆରୀ ୨ ତାରିଖରେ ଘଟିଥିଲା ବହୁ ଚର୍ଚ୍ଚିତ ଡବଲ୍ ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା କରାଯାଇଥିଲା ।

You Can Read:

E-KYC ଯାଞ୍ଚ ପରେ ହିତାଧିକାରୀ ପାଇବେ ନୂଆ ରାସନ କାର୍ଡ : ସୂର୍ଯ୍ୟବଂଶୀ ସୁରଜ