ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ !

ଆକ୍ରମଣକାରୀଙ୍କ ନିଶାନାରେ ହିନ୍ଦୁ, ହିନ୍ଦୁ ମାନଙ୍କ ଘର, ବ୍ୟାବସାୟିକ ପ୍ରତିଷ୍ଠାନ ଓ ବିଭିନ୍ନ ଦେବଦେବୀ ମନ୍ଦିର।

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ !

ଅଶାନ୍ତ ବାଂଲାଦେଶରେ ଅସୁରକ୍ଷିତ ସଂଖ୍ୟାଲଘୁ । ଆକ୍ରମଣକାରୀଙ୍କ ନିଶାନାରେ ହିନ୍ଦୁ, ହିନ୍ଦୁ ମାନଙ୍କ ଘର, ବ୍ୟାବସାୟିକ ପ୍ରତିଷ୍ଠାନ ଓ ବିଭିନ୍ନ ଦେବଦେବୀ ମନ୍ଦିର। କେଉଁଠି ଆକ୍ରମଣକାରୀ ନିଆଁ ଲଗାଉଛନ୍ତି ତ କେଉଁଠି ଲଙ୍କାକାଣ୍ଡ ଭିଆଉଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।