ବାଂଲାଦେଶୀ ଦେହଜୀବୀଙ୍କ ଭୂସ୍ବର୍ଗ ପାଲଟିଛି କି ଟୁଇନ୍ ସିଟି ?
କଟକ ଆଉ ଭୁବନେଶ୍ବରରେ ଆଡ୍ଡା ଜମାଇ ଟୁଇନ ସିଟିର ସେକ୍ସ କାରବାରକୁ କବଜା କରି ନେଲେଣି କି ବାଂଲାଦେଶୀ ଯୁବତୀ? ନିକଟରେ କଟକରୁ ଜଣେ ସନ୍ଦିଗ୍ଧ ବାଂଲାଦେଶୀ ନାବାଳିକା ଉଦ୍ଧାର ହେବା ଆଉ CWC ଆଗରେ ଚାଞ୍ଚଲ୍ୟକର ବୟାନ ରଖିବା ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ।