ବାଇକ ଉପରେ ଚଢ଼ିଗଲା ଟ୍ରକ , ମରିଗଲେ ମା ପୁଅ , ଗୁରୁତର ଅବସ୍ଥାରେ ସ୍ୱାମୀଙ୍କୁ ମେଡିକାଲରେ ଭର୍ତ୍ତି
ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ନୂଆହତା ୫୫ ନମ୍ବର ଜାତୀୟ ରାଜପଥର ନୂତନ ଓଭର୍ ବ୍ରିଜ ଅଣ୍ଡରପାସ ନିକଟରେ ଟ୍ରକ ଧକ୍କାରେ ଚାଲି ଗଲା ମା ପୁଅ ଙ୍କ ଜୀବନ, ବାପା ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି । Odisha Bhask
ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ନୂଆହତା ୫୫ ନମ୍ବର ଜାତୀୟ ରାଜପଥର ନୂତନ ଓଭର୍ ବ୍ରିଜ ଅଣ୍ଡରପାସ ନିକଟରେ ଟ୍ରକ ଧକ୍କାରେ ଚାଲି ଗଲା ମା ପୁଅ ଙ୍କ ଜୀବନ, ବାପା ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି ।
Odisha Bhask