ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଗାଡ଼ି, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
କାଲିମେଳା: ମାଲକାନଗିରିରୁ ମୋଟୁ ସ୍ଥିତ ୩୨୬ନମ୍ବର ଜାତୀୟ ରାଜପଥ MV -126 ଗ୍ରାମ ନିକଟ ଘାଟି ରସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍ ଆରୋହୀଙ୍କୁ ମୁହାଁମୁହିଁ ଧକ୍କା ଦେଇଛି କୁକୁଡ଼ା ବୋଝେଇ ଗାଡ଼ି। ଫଳରେ ଘଟଣାସ୍ଥଳରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ MV 79 ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।