ବାଇକକୁ ଧକ୍କା ଦେଲା ହାଇୱା: ଗୋଟିଏ ପରିବାରର ୪ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ଛକରେ ବାଇକକୁ ଧକ୍କା ଦେଲା ହାଇୱା । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ ବାପା, ମାଆ, ପୁଅ ଓ ଝିଅ ପ୍ରାଣ ହରାଇଛନ୍ତି। ସମସ୍ତ ମୃତଦେହକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ଦୁର୍ଘଟଣା ଘଟାଇଥିବା ହାଇୱାକୁ ଜବତ କରିଛ ପୁଲିସ। ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇ […]

ବାଇକକୁ ଧକ୍କା ଦେଲା ହାଇୱା: ଗୋଟିଏ ପରିବାରର ୪ ମୃତ
Road Accident

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ଛକରେ ବାଇକକୁ ଧକ୍କା ଦେଲା ହାଇୱା । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ ବାପା, ମାଆ, ପୁଅ ଓ ଝିଅ ପ୍ରାଣ ହରାଇଛନ୍ତି। ସମସ୍ତ ମୃତଦେହକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ଦୁର୍ଘଟଣା ଘଟାଇଥିବା ହାଇୱାକୁ ଜବତ କରିଛ ପୁଲିସ। ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇ ଯାଇଥିବା ସୂଚନା।