ବାଇକ୍ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍: ପୋଡ଼ିଦେଲେ ବାଇକ୍
ଦଶପଲ୍ଲା,୨୦।୫: ନୟାଗଡ଼ ଜିଲା ଦଶପଲ୍ଲା-ଭଞ୍ଜନଗର ରାସ୍ତା ସାକେଣୀ ଗାଁରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ଜଣେ ବାଇକ୍ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଲୁଟ କରିବା ସହ ବାଇକ୍ ପୋଡ଼ି ଫେରାର ହୋଇଯାଇଛି। ଏହି ଘଟଣା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ବାଇକ୍ ଆରୋହୀଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହେଲେ ଅବସ୍ଥା ଗୁରୁତର ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଦୁର୍ବୃତ୍ତମାନେ ବାଇକ୍ […] The post ବାଇକ୍ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍: ପୋଡ଼ିଦେଲେ ବାଇକ୍ appeared first on Dharitri Odia News.
ଦଶପଲ୍ଲା,୨୦।୫: ନୟାଗଡ଼ ଜିଲା ଦଶପଲ୍ଲା-ଭଞ୍ଜନଗର ରାସ୍ତା ସାକେଣୀ ଗାଁରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ଜଣେ ବାଇକ୍ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଲୁଟ କରିବା ସହ ବାଇକ୍ ପୋଡ଼ି ଫେରାର ହୋଇଯାଇଛି। ଏହି ଘଟଣା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ବାଇକ୍ ଆରୋହୀଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହେଲେ ଅବସ୍ଥା ଗୁରୁତର ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଦୁର୍ବୃତ୍ତମାନେ ବାଇକ୍ ଆରୋହୀଙ୍କୁ ବ୍ଲେଡରେ କାଟିଥିବା ଜଣାପଡିଛି।
The post ବାଇକ୍ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍: ପୋଡ଼ିଦେଲେ ବାଇକ୍ appeared first on Dharitri Odia News.