ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପ୍ରକାଶ ଯେ, ମିଲନ ନିଜ ଗ୍ରାମ ଲାରିବାଡ଼ିରୁ କୌଣସି କାର୍ଯ୍ୟରେ ସିମନବାଡ଼ି ଆସିଥିଲେ ଗୋଟିଏ ଟ୍ରାକ୍ଟର ରାଜପଥ ଉପରେ ଠିଆ ହୋଇଥିବା ବେଳେ ମିଳନ ଦ୍ରୁତଗତିରେ ଆସି ଭାରସାମ୍ୟ […] The post ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର appeared first on Dharitri Odia News.

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପ୍ରକାଶ ଯେ, ମିଲନ ନିଜ ଗ୍ରାମ ଲାରିବାଡ଼ିରୁ କୌଣସି କାର୍ଯ୍ୟରେ ସିମନବାଡ଼ି ଆସିଥିଲେ ଗୋଟିଏ ଟ୍ରାକ୍ଟର ରାଜପଥ ଉପରେ ଠିଆ ହୋଇଥିବା ବେଳେ ମିଳନ ଦ୍ରୁତଗତିରେ ଆସି ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ସାମନା ପଟୁ ଧକ୍କା ଦେଇଥିଲେ।

The post ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର appeared first on Dharitri Odia News.