ବାଇକ୍ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ
କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା ଘଟି ଜଣେ ନାବାଳକ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବଙ୍ଗୋମୁଣ୍ଡା ଗ୍ରାମର ମାନସ ଦଳପତିଙ୍କ ତପୁଅ ଜିତୁ ଦଳପତି (୧୬)। ସାଙ୍ଗରେ ଥିବା ମାମୁଁ ପୁଅ ଲଡୁଗାଁ ମାଝୀପଡାର ଟୁନା ପାତ୍ର (୧୮) ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ କୋକସରା […] The post ବାଇକ୍ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ appeared first on Dharitri Odia News.
କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା ଘଟି ଜଣେ ନାବାଳକ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବଙ୍ଗୋମୁଣ୍ଡା ଗ୍ରାମର ମାନସ ଦଳପତିଙ୍କ ତପୁଅ ଜିତୁ ଦଳପତି (୧୬)। ସାଙ୍ଗରେ ଥିବା ମାମୁଁ ପୁଅ ଲଡୁଗାଁ ମାଝୀପଡାର ଟୁନା ପାତ୍ର (୧୮) ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଜିତୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଜିତୁ କୋକସରା ହାଇସ୍କୁଲରେ ନବମ ଶ୍ରେଣୀର ଛାତ୍ର ଥିଲେ। ସା ହେବାରୁ ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ ହେବା ନେଇ ସୂଚନା ମିଳିଛି।
The post ବାଇକ୍ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ appeared first on Dharitri Odia News.