ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ

ଢେଙ୍କାନାଳ,୧୮।୭: ଢେଙ୍କାନାଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ମୋଟଙ୍ଗା ଥାନା ଚିନ୍ତାପୋଖରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌କୁ ପଛପଟୁ ଧକ୍କା ଦେଇ ଚାପି ଦେବା ଫଳରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଥିବା ଜଣାପଡିଛି। ଅନ୍ୟପକ୍ଷେ ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। The post ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ appeared first on Dharitri Odia News.

ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ

ଢେଙ୍କାନାଳ,୧୮।୭: ଢେଙ୍କାନାଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ମୋଟଙ୍ଗା ଥାନା ଚିନ୍ତାପୋଖରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌କୁ ପଛପଟୁ ଧକ୍କା ଦେଇ ଚାପି ଦେବା ଫଳରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଥିବା ଜଣାପଡିଛି। ଅନ୍ୟପକ୍ଷେ ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

The post ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ appeared first on Dharitri Odia News.