ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌, ୨ ଗୁରୁତର

ବାଲିଗୁଡ଼ା,୧୯ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ତୁମୁଡିବନ୍ଧ ଥାନା ଅନ୍ତର୍ଗତ ତୁମୁଡିବନ୍ଧ-କୋଟଗଡ଼ ରାସ୍ତାରେ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାରେ ୨ ଜଣ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତର ଦୁଇଜଣ ଯୁବକ ହେଲେ ଦେବଜୀତ ପରାସେଠ, ସମଦେଶ ମଣ୍ତଳ। ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ ତୁମୁଡିବନ୍ଧ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପିକ୍‌ଅପ୍‌ ଭ୍ୟାନ୍‌ […] The post ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌, ୨ ଗୁରୁତର appeared first on Dharitri Odia News.

ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌, ୨ ଗୁରୁତର

ବାଲିଗୁଡ଼ା,୧୯ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ତୁମୁଡିବନ୍ଧ ଥାନା ଅନ୍ତର୍ଗତ ତୁମୁଡିବନ୍ଧ-କୋଟଗଡ଼ ରାସ୍ତାରେ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାରେ ୨ ଜଣ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତର ଦୁଇଜଣ ଯୁବକ ହେଲେ ଦେବଜୀତ ପରାସେଠ, ସମଦେଶ ମଣ୍ତଳ। ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ ତୁମୁଡିବନ୍ଧ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପିକ୍‌ଅପ୍‌ ଭ୍ୟାନ୍‌ ଓ ବାଇକ୍‌କୁ ଜବତ କରି ତଦନ୍ତ ଅବ୍ୟାହତ ରଖିଛି।

The post ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌, ୨ ଗୁରୁତର appeared first on Dharitri Odia News.