ବାଇକ୍କୁ ଧକ୍କା ଦେଲା ବାଇକ୍ : ଆରୋହୀ ମୃତ, ଅନ୍ୟ ଜଣେ ଗୁରୁତର
ଚଣ୍ଡିଖୋଲ ୩୦।୮: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଜାତୀୟ ରାଜପଥ ୫୩ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର ନାନପୁର ଓଭରବ୍ରିଜ ନିକଟରେ ଘଟିଛି ଦୁର୍ଘଟଣା । ବାଇକ୍ ସହ ବାଇକ୍ ଧକ୍କା ହେବା ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।ସୂଚନାଯୋଗ୍ୟ ଯେ, ଚଣ୍ଡିଖୋଲ ପଟୁ ବାଇକ ଆରୋହୀ ଜଣକ ପାରାଦୀପ ଅଭିମୁଖେ ଯାଉଥିବା ବେଳେ ନାନପୁର ଓଭରବ୍ରିଜ ନିକଟରେ ବିପରୀତ ପଟୁ ଆସୁଥିବା ଏକ ବାଇକ୍ ବାଇକ୍କୁ ଧକ୍କା ଦେଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ବାଇକ୍ ଚାଳକକୁ ଗୁରୁତର ଅବସ୍ଥାରେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ମୃତକ ହେଲେ ରାଜକିଶୋର ନାୟକ ସେ ଚଣ୍ଡିଖୋଲ ଅଞ୍ଚଳରେ ରହି ଆସୁଥିଲେ । ଘଟଣାସ୍ଥଳରେ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚି ଘଟଣାର ଅଧିକ ତଦନ୍ତ ଚଳାଇଛି ।You Can Read:ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ରହିବ ସ୍ତନ୍ୟପାନ କକ୍ଷ, ଜିଲ୍ଲାପାଳ ମାନଙ୍କୁ ମହିଳା ଏବଂ ଶିଶୁ ବିକାଶ ବିଭାଗର ଚିଠି
ଚଣ୍ଡିଖୋଲ ୩୦।୮: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଜାତୀୟ ରାଜପଥ ୫୩ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର ନାନପୁର ଓଭରବ୍ରିଜ ନିକଟରେ ଘଟିଛି ଦୁର୍ଘଟଣା । ବାଇକ୍ ସହ ବାଇକ୍ ଧକ୍କା ହେବା ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।
ସୂଚନାଯୋଗ୍ୟ ଯେ, ଚଣ୍ଡିଖୋଲ ପଟୁ ବାଇକ ଆରୋହୀ ଜଣକ ପାରାଦୀପ ଅଭିମୁଖେ ଯାଉଥିବା ବେଳେ ନାନପୁର ଓଭରବ୍ରିଜ ନିକଟରେ ବିପରୀତ ପଟୁ ଆସୁଥିବା ଏକ ବାଇକ୍ ବାଇକ୍କୁ ଧକ୍କା ଦେଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ବାଇକ୍ ଚାଳକକୁ ଗୁରୁତର ଅବସ୍ଥାରେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ମୃତକ ହେଲେ ରାଜକିଶୋର ନାୟକ ସେ ଚଣ୍ଡିଖୋଲ ଅଞ୍ଚଳରେ ରହି ଆସୁଥିଲେ । ଘଟଣାସ୍ଥଳରେ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚି ଘଟଣାର ଅଧିକ ତଦନ୍ତ ଚଳାଇଛି ।
You Can Read: