ବାକି ୩୫ ଆସନରେ କାହାକୁ ଟିକେଟ୍ ଦେବ ଭାଜପା, ଆଗରେ ରହିଛି ଏହିମାନଙ୍କ ନାଁ…
ଭୁବନେଶ୍ୱର,୨।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବାକି ୩୫ଟି ଆସନକୁ ନେଇ ଏବେବି ସସପେନ୍ସ ଲାଗି ରହିଛି। ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ଭଣ୍ଡାରୀପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗାଁ, ଡାବୁଗାଁ, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡା, ରାଜନଗର, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି, ମୋହନା, ବିଷମ କଟକ, ରାୟଗଡା, ଲକ୍ଷ୍ମୀପୁର, କୋଟପାଡ, ଜୟପୁର […] The post ବାକି ୩୫ ଆସନରେ କାହାକୁ ଟିକେଟ୍ ଦେବ ଭାଜପା, ଆଗରେ ରହିଛି ଏହିମାନଙ୍କ ନାଁ… appeared first on Dharitri Odia News.
ଭୁବନେଶ୍ୱର,୨।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବାକି ୩୫ଟି ଆସନକୁ ନେଇ ଏବେବି ସସପେନ୍ସ ଲାଗି ରହିଛି। ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ଭଣ୍ଡାରୀପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗାଁ, ଡାବୁଗାଁ, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡା, ରାଜନଗର, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି, ମୋହନା, ବିଷମ କଟକ, ରାୟଗଡା, ଲକ୍ଷ୍ମୀପୁର, କୋଟପାଡ, ଜୟପୁର ଓ ଚିତ୍ରକୋଣ୍ଡା। ଏହି ଆସନଗୁଡିକରେ ପ୍ରାର୍ଥୀ ଘୋଷଣା ହୋଇନାହିଁ। ତେବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକାରେ ଅନେକ ନାଁ ଆଲୋଚନା ହେଉଛି। ସେମାନଙ୍କ ମଧ୍ୟରେ ଦିଲ୍ଲୀପ ରାୟ, ଦେବାଶିଷ ନାୟକ, ଅନୁଭବ ମହାନ୍ତି, ପ୍ରଶାନ୍ତ ଜଗଦେବ, ଅରନ୍ଦିମ ରାୟ,ପ୍ରେମାନନ୍ଦ ନାଏକ, ସନାତନ ମହାକୁଡ ଓ ବାଣୀକଲ୍ୟାଣ ମହାନ୍ତି ପ୍ରମୁଖ ରହିଛନ୍ତି ।
The post ବାକି ୩୫ ଆସନରେ କାହାକୁ ଟିକେଟ୍ ଦେବ ଭାଜପା, ଆଗରେ ରହିଛି ଏହିମାନଙ୍କ ନାଁ… appeared first on Dharitri Odia News.