ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ …

ଅନୁଗୋଳ,୫ା୨ (ଅମିତ କୁମାର ସାମଲ): ୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀ ଚିକିତ୍ସକମାନେ ସମୂହ ଛୁଟି ସହ ଆନ୍ଦୋଳନରେ ଥିବାରୁ ଚିକିତ୍ସା ମିଳିପାରୁ ନାହିଁ। ତେଣୁ କୁନି ବାଛୁରିଟିର ଚିକିତ୍ସା ବ୍ୟବସ୍ଥା ଜିଲାପାଳ କରନ୍ତୁ। ବାଛୁରିଟିକୁ କୋଳରେ ଧରି ବଅଁରପାଳ ବ୍ଲକ ନୂଆହତା ଗାଁର ତରୁଣ କୁମାର ସାମଲ […] The post ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ … appeared first on Dharitri Odia News.

ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ …

ଅନୁଗୋଳ,୫ା୨ (ଅମିତ କୁମାର ସାମଲ): ୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀ ଚିକିତ୍ସକମାନେ ସମୂହ ଛୁଟି ସହ ଆନ୍ଦୋଳନରେ ଥିବାରୁ ଚିକିତ୍ସା ମିଳିପାରୁ ନାହିଁ। ତେଣୁ କୁନି ବାଛୁରିଟିର ଚିକିତ୍ସା ବ୍ୟବସ୍ଥା ଜିଲାପାଳ କରନ୍ତୁ। ବାଛୁରିଟିକୁ କୋଳରେ ଧରି ବଅଁରପାଳ ବ୍ଲକ ନୂଆହତା ଗାଁର ତରୁଣ କୁମାର ସାମଲ ସୋମବାର ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପହଞ୍ଚି ଏପରି ଗୁହାରି କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।

The post ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଲିକ ପ୍ରାଣୀଧନ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ … appeared first on Dharitri Odia News.