ବାଣ ଭିଡୁଥିଲାବେଳେ ବିସ୍ଫୋରଣ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ସାଲିପୁର ତଥା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନୀପୁର ଗ୍ରାମର ରବୀନ୍ଦ୍ର ଦଳାଇ ୪୮ ବର୍ଷ ସ୍ଥାନୀୟ ଗ୍ରାମର ପର୍ଶୁରାମ ବେହେରାଙ୍କ ଘରେ ବାଣ ଭିଡୁଥିଲାବେଳେ ବିସ୍ଫୋରଣ ହେବାରୁ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ଼ ଡାକ୍ତର ଖାନାକୁ ସ୍ଥାନାନ୍ତରିତ କରାଯାଇଛି। […] The post ବାଣ ଭିଡୁଥିଲାବେଳେ ବିସ୍ଫୋରଣ appeared first on Dharitri Odia News.

ବାଣ ଭିଡୁଥିଲାବେଳେ ବିସ୍ଫୋରଣ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ସାଲିପୁର ତଥା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନୀପୁର ଗ୍ରାମର ରବୀନ୍ଦ୍ର ଦଳାଇ ୪୮ ବର୍ଷ ସ୍ଥାନୀୟ ଗ୍ରାମର ପର୍ଶୁରାମ ବେହେରାଙ୍କ ଘରେ ବାଣ ଭିଡୁଥିଲାବେଳେ ବିସ୍ଫୋରଣ ହେବାରୁ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ଼ ଡାକ୍ତର ଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ସାଲେପୁର ଥାନା ପୋଲିସ ଘଟଣାସ୍ଥଳରେ ପହଁଞ୍ଚିଛନ୍ତି।

The post ବାଣ ଭିଡୁଥିଲାବେଳେ ବିସ୍ଫୋରଣ appeared first on Dharitri Odia News.