ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ

ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଦମ୍ପତିଙ୍କୁ ଉଦ୍ଧାର କରି ନୟାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। The post ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ appeared first on Dharitri Odia News.

ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ

ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଦମ୍ପତିଙ୍କୁ ଉଦ୍ଧାର କରି ନୟାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

The post ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ appeared first on Dharitri Odia News.