ବାତ୍ୟା ଆଶ୍ରୟସ୍ଥଳରେ ଯୁବକଙ୍କ ହତ୍ୟା ଘଟଣା: ଜଣାପଡିଲା ବଡ଼ କାରଣ…
ରାଜନଗର,୧୯।୧୦(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ବାତ୍ୟା ଆଶ୍ରୟସ୍ଥଳରେ ରଶ୍ମିରଂଜନ ପରିଡାଙ୍କ ହତ୍ୟା ଘଟଣାର ତଦନ୍ତକୁ ପୋଲିସ ଜୋରଦାର କରିଛି। ଘଟଣା ସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ ଟିମ ତଦନ୍ତ କରୁଛି। ଶବର କେଳାଙ୍କ ସହ ପୁରୁଣା ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ଶୁକ୍ରବାର ସଂଧ୍ୟାରେ ମୃତ ଯୁବକଙ୍କ ବାପାଙ୍କ ଉପସ୍ଥିତରେ ସମାଧାନ ବୈଠକ ପରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ଘଟଣା ସ୍ଥଳରେ ପୋଲିସ ପ୍ରାୟ ଦୁଇ କେଜି ଗଂଜେଇ […] The post ବାତ୍ୟା ଆଶ୍ରୟସ୍ଥଳରେ ଯୁବକଙ୍କ ହତ୍ୟା ଘଟଣା: ଜଣାପଡିଲା ବଡ଼ କାରଣ… appeared first on Dharitri Odia News.
ରାଜନଗର,୧୯।୧୦(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ବାତ୍ୟା ଆଶ୍ରୟସ୍ଥଳରେ ରଶ୍ମିରଂଜନ ପରିଡାଙ୍କ ହତ୍ୟା ଘଟଣାର ତଦନ୍ତକୁ ପୋଲିସ ଜୋରଦାର କରିଛି। ଘଟଣା ସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ ଟିମ ତଦନ୍ତ କରୁଛି। ଶବର କେଳାଙ୍କ ସହ ପୁରୁଣା ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ଶୁକ୍ରବାର ସଂଧ୍ୟାରେ ମୃତ ଯୁବକଙ୍କ ବାପାଙ୍କ ଉପସ୍ଥିତରେ ସମାଧାନ ବୈଠକ ପରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ଘଟଣା ସ୍ଥଳରେ ପୋଲିସ ପ୍ରାୟ ଦୁଇ କେଜି ଗଂଜେଇ ମଧ୍ୟ ଜବତ କରିଥିବାରୁ ଚୋରା ମଦ ଓ ଗଂଜେଇ କାରବାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରୁଛି।
The post ବାତ୍ୟା ଆଶ୍ରୟସ୍ଥଳରେ ଯୁବକଙ୍କ ହତ୍ୟା ଘଟଣା: ଜଣାପଡିଲା ବଡ଼ କାରଣ… appeared first on Dharitri Odia News.