ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି
ଭୁବନେଶ୍ୱର,୨୨।୧୦: ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଅପ ଟ୍ରେନ ୮୫ ଏବଂ ଡାଉନ ଟ୍ରେନ ୯୩ଟି ରହିଛି।ସେ ସବୁ ଟ୍ରେନ୍ ମଧ୍ୟରୁ ହାୱଡ଼ା-ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ବର ବାତିଲ ହୋଇଛି। ସେହିପରି ହାୱଡ଼ା-ଭୁବନେଶ୍ୱର, ହାୱଡ଼ା-ପୁରୀ, ନୂଆଦିଲ୍ଲୀ-ପୁରୀ ବାତିଲ ହୋଇଛି।ଖଡ଼ଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ବର ମଧ୍ୟ ବାତିଲ ହୋଇଛି। ସିକନ୍ଦରାବାଦ-ଭୁବନେଶ୍ୱର, […] The post ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି appeared first on Dharitri Odia News.
ଭୁବନେଶ୍ୱର,୨୨।୧୦: ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଅପ ଟ୍ରେନ ୮୫ ଏବଂ ଡାଉନ ଟ୍ରେନ ୯୩ଟି ରହିଛି।ସେ ସବୁ ଟ୍ରେନ୍ ମଧ୍ୟରୁ ହାୱଡ଼ା-ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ବର ବାତିଲ ହୋଇଛି।
ସେହିପରି ହାୱଡ଼ା-ଭୁବନେଶ୍ୱର, ହାୱଡ଼ା-ପୁରୀ, ନୂଆଦିଲ୍ଲୀ-ପୁରୀ ବାତିଲ ହୋଇଛି।ଖଡ଼ଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ବର ମଧ୍ୟ ବାତିଲ ହୋଇଛି। ସିକନ୍ଦରାବାଦ-ଭୁବନେଶ୍ୱର, ପୁଡୁଚେରୀ-ହାୱଡ଼ା, ପୁଡୁଚୋରୀ-ଭୁବନେଶ୍ୱର ଟ୍ରେନ୍ ମଧ୍ୟ ବାତିଲ ହୋଇଛି।
The post ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି appeared first on Dharitri Odia News.