ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଥିବା ବେଳେ କଣ୍ଟ୍ରୋଲ ରୁମ୍‌ ନମ୍ବର ଗୁଡ଼ିକ ୦୬୭୧-୨୪୨-୨୦୩୨ […] The post ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍ appeared first on Dharitri Odia News.

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଥିବା ବେଳେ କଣ୍ଟ୍ରୋଲ ରୁମ୍‌ ନମ୍ବର ଗୁଡ଼ିକ ୦୬୭୧-୨୪୨-୨୦୩୨ ଓ ୨୯୯-୨୮୦୦ ଜାରି କରାଯାଇଛି । ଏଥିସହିତ ସମସ୍ତ ଜିଲା ପ୍ରଶାସନ ମଧ୍ୟ ସେମାନଙ୍କର ଟୋଲ୍ ଫ୍ରି ନମ୍ବର ଜାରି କରିଛନ୍ତି।

୧. ବାଲେଶ୍ୱର-୦୬୭୮୨-୨୬୨୨୮୬, ୦୬୭୮୨-୨୬୧୦୭୭
୨. ମୟୁରଭଞ୍ଜ-୦୬୭୯୨-୨୫୨୭୫୯, ୦୬୭୯୨-୨୫୨୯୪୧
୩. ଭଦ୍ରକ-୦୬୭୮୪-୨୫୧୮୮୧
୪. ଯାଜପୁର-୦୬୭୨୮-୨୨୨୬୪୮
୫. କେନ୍ଦ୍ରାପଡା-୦୬୭୨୭-୨୩୨୮୦୩
୬. କେନ୍ଦୁଝର-୦୬୭୬୬-୨୫୫୪୩୭
୭. ଜଗତସିଂହପୁର-୦୬୭୨୪-୨୨୦୩୬୮
୮. କଟକ-୦୬୭୧-୨୫୦୭୮୪୨
୯. ଢେଙ୍କାନାଳ-୦୬୭୬୨-୨୨୬୫୦୭,୦୬୭୬୨-୨୨୧୩୭୬
୧୦. ଅନୁଗୁଳ-୦୬୭୬୪-୨୩୦୯୮୦
୧୧. ପୁରୀ-୦୬୭୫୨-୨୨୩୨୩୭
୧୨. ଖୋର୍ଦ୍ଧା-୦୬୭୫୫-୨୨୦୦୦୨
୧୩. ଗଂଜାମ-୦୬୮୧୧-୨୬୩୯୭୮
୧୪. ନୟାଗଡ଼-୦୬୭୫୩-୨୫୨୯୭୮
୧୫. ବିଏମସି-୧୯୨୯

The post ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍ appeared first on Dharitri Odia News.