‘ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି’

ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ।

‘ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି’

ବାତ୍ୟା ମୁକାବିଲା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା। ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ଭୟଭୀତ ହୁଅନ୍ତୁନି, ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।