ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇ ମାଡ଼ ଖାଇଲା ପୋଲିସ
ବିଞ୍ଝାରପୁର,୬ା୯: ଯାଜପୁର ଜିଲା ବିଞ୍ଝାରପୁର ଥାନା ହନୁମାନ ଛକ ନିକଟରେ ପୋଲିସକୁ ଆକ୍ରମଣ ହୋଇଛି। ଏକ ପାରିବାରିକ କଳହକୁ ନେଇ ୧୧୨କୁ କଲ୍ କରିଥିଲେ ବାପା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପୁଅ ପୋଲିସକୁ ଆକ୍ରମଣ କରିଥିଲେ। ଫଳରେ ୨ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। The post ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇ ମାଡ଼ ଖାଇଲା ପୋଲିସ appeared first on Dharitri Odia News.
ବିଞ୍ଝାରପୁର,୬ା୯: ଯାଜପୁର ଜିଲା ବିଞ୍ଝାରପୁର ଥାନା ହନୁମାନ ଛକ ନିକଟରେ ପୋଲିସକୁ ଆକ୍ରମଣ ହୋଇଛି। ଏକ ପାରିବାରିକ କଳହକୁ ନେଇ ୧୧୨କୁ କଲ୍ କରିଥିଲେ ବାପା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପୁଅ ପୋଲିସକୁ ଆକ୍ରମଣ କରିଥିଲେ। ଫଳରେ ୨ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
The post ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇ ମାଡ଼ ଖାଇଲା ପୋଲିସ appeared first on Dharitri Odia News.