ବାପା, ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାରିପଦା,୨୨।୭: ବାପା ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପଡ଼ୋଶୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ନୁଦୁଡିହା ଗାଁରେ। ବିଲରେ କାମ କରୁଥିବା ବେଳେ ଏଭଳି ଘଟଣା ଘଟିଛି। ସମ୍ପର୍କୀୟ ବଡ଼ ଭାଇ ଓ ପୁତୁରା ଆକ୍ରମଣ କରିଥିବା ଜଣା ପଡ଼ିଛି। ଜମି ବିବାଦକୁ ନେଇ ଏଭଳି ଘଟଣା ଘଟିଥିବା କୁହାଯାଉଛି। The post ବାପା, ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ appeared first on Dharitri Odia News.

ବାପା, ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାରିପଦା,୨୨।୭: ବାପା ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପଡ଼ୋଶୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ନୁଦୁଡିହା ଗାଁରେ। ବିଲରେ କାମ କରୁଥିବା ବେଳେ ଏଭଳି ଘଟଣା ଘଟିଛି। ସମ୍ପର୍କୀୟ ବଡ଼ ଭାଇ ଓ ପୁତୁରା ଆକ୍ରମଣ କରିଥିବା ଜଣା ପଡ଼ିଛି। ଜମି ବିବାଦକୁ ନେଇ ଏଭଳି ଘଟଣା ଘଟିଥିବା କୁହାଯାଉଛି।

The post ବାପା, ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ appeared first on Dharitri Odia News.