ବାବାଙ୍କୁ ଉଠାଇନେଲା ପୋଲିସ, ଆଶ୍ରମରେ କରୁଥିଲେ…

ଢେଙ୍କାନାଳ,୧୨।୧୦: ଢେଙ୍କାନାଳ ଜିଲା ତିଗିରିଆ ଥାନା ବାହାରବିଲା ଆଶ୍ରମରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଆଶ୍ରମରୁ ବାବାଙ୍କୁ ଢେଙ୍କାନାଳ ପୋଲିସ ଉଠାଇ ନେଇ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଢେଙ୍କାନାଳ ଭାପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ବାବା ଅପହରଣ କରିଥିବା ଅଭିଯୋଗରେ ପୋଲିସ ତାଙ୍କୁ ଉଠାଇ ନେଇଛି। ଚଢ଼ାଉ ବେଳେ ବାବାଙ୍କ ଗାଡ଼ିରୁ ବହୁ ଆପତ୍ତିଜନକ ସାମଗ୍ରୀ ପୋଲିସ ଜବତ କରିଛି। ଏପରିକି ଯୁବତୀଙ୍କ ସହ ବାବାଙ୍କ ଆପତ୍ତିଜନକ ଫଟୋ ପୋଲିସର ହସ୍ତଗତ […] The post ବାବାଙ୍କୁ ଉଠାଇନେଲା ପୋଲିସ, ଆଶ୍ରମରେ କରୁଥିଲେ… appeared first on Dharitri Odia News.

ବାବାଙ୍କୁ ଉଠାଇନେଲା ପୋଲିସ, ଆଶ୍ରମରେ କରୁଥିଲେ…

ଢେଙ୍କାନାଳ,୧୨।୧୦: ଢେଙ୍କାନାଳ ଜିଲା ତିଗିରିଆ ଥାନା ବାହାରବିଲା ଆଶ୍ରମରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଆଶ୍ରମରୁ ବାବାଙ୍କୁ ଢେଙ୍କାନାଳ ପୋଲିସ ଉଠାଇ ନେଇ ଅଟକ ରଖିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଢେଙ୍କାନାଳ ଭାପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ବାବା ଅପହରଣ କରିଥିବା ଅଭିଯୋଗରେ ପୋଲିସ ତାଙ୍କୁ ଉଠାଇ ନେଇଛି। ଚଢ଼ାଉ ବେଳେ ବାବାଙ୍କ ଗାଡ଼ିରୁ ବହୁ ଆପତ୍ତିଜନକ ସାମଗ୍ରୀ ପୋଲିସ ଜବତ କରିଛି। ଏପରିକି ଯୁବତୀଙ୍କ ସହ ବାବାଙ୍କ ଆପତ୍ତିଜନକ ଫଟୋ ପୋଲିସର ହସ୍ତଗତ ହୋଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

The post ବାବାଙ୍କୁ ଉଠାଇନେଲା ପୋଲିସ, ଆଶ୍ରମରେ କରୁଥିଲେ… appeared first on Dharitri Odia News.