ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ ଶୋଭାଯାତ୍ରାରେ ନିଜ ଦଳୀୟ ସମର୍ଥକଙ୍କ ସହ ଆସି କଟକ ସଦର ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ଭରିଛନ୍ତି। ରାଜ୍ୟରେ ଏଥର ପରିବର୍ତ୍ତନ ହେବା ସହ ବାରବାଟୀ କଟକର ବିକାଶ ପାଇଁ ଭାଜପା ଉପରେ ଭୋଟର ଆସ୍ଥା ପ୍ରକଟ କରି ଫୁଲ ଫୁଟିବ ବୋଲି କହିଛନ୍ତି ପୂର୍ଣ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। The post ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର appeared first on Dharitri Odia News.
ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ ଶୋଭାଯାତ୍ରାରେ ନିଜ ଦଳୀୟ ସମର୍ଥକଙ୍କ ସହ ଆସି କଟକ ସଦର ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ଭରିଛନ୍ତି। ରାଜ୍ୟରେ ଏଥର ପରିବର୍ତ୍ତନ ହେବା ସହ ବାରବାଟୀ କଟକର ବିକାଶ ପାଇଁ ଭାଜପା ଉପରେ ଭୋଟର ଆସ୍ଥା ପ୍ରକଟ କରି ଫୁଲ ଫୁଟିବ ବୋଲି କହିଛନ୍ତି ପୂର୍ଣ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।
The post ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର appeared first on Dharitri Odia News.