ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ!
କଟକ,୨୨।୨: କଟକ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ହୋଇପାରେ। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ୨ଟି ମ୍ୟାଚ କଟକ ଏବଂ ପୁଣେରେ ଖେଳିପାରେ। ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ଅନ୍ୟତ୍ର ମ୍ୟାଚ ହେବା ନେଇ ସୂତ୍ରରୁ ପ୍ରକାଶ ପାଇଛି। ବିଗତ ଦିନରେ ମଧ୍ୟ ଏଠାରେ ଆଇପିଏଲ ମ୍ୟାଚ ଆୟୋଜିତ ହୋଇଛି । ବାରବାଟୀ ଷ୍ଟାଡିୟମରେ ମୋଟ ୭ଟି ଆଇପିଏଲ ମ୍ୟାଚ ଖେଳାଯାଇଛି। ତେବେ ୨୦୧୪ରେ ଶେଷଥର ପାଇଁ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ଖେଳାଯାଇଥିଲା । […] The post ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ! appeared first on Dharitri Odia News.
କଟକ,୨୨।୨: କଟକ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ହୋଇପାରେ। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ୨ଟି ମ୍ୟାଚ କଟକ ଏବଂ ପୁଣେରେ ଖେଳିପାରେ। ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ଅନ୍ୟତ୍ର ମ୍ୟାଚ ହେବା ନେଇ ସୂତ୍ରରୁ ପ୍ରକାଶ ପାଇଛି।
ବିଗତ ଦିନରେ ମଧ୍ୟ ଏଠାରେ ଆଇପିଏଲ ମ୍ୟାଚ ଆୟୋଜିତ ହୋଇଛି । ବାରବାଟୀ ଷ୍ଟାଡିୟମରେ ମୋଟ ୭ଟି ଆଇପିଏଲ ମ୍ୟାଚ ଖେଳାଯାଇଛି। ତେବେ ୨୦୧୪ରେ ଶେଷଥର ପାଇଁ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ଖେଳାଯାଇଥିଲା । ଇଣ୍ଡିଆନ ପ୍ରିମିୟର ଲିଗ୍ର ପୂର୍ବତନ ଫ୍ରାଞ୍ଚାଇଜ ଡେକାନ ଚାର୍ଜର୍ସ, ପଞ୍ଜାବ କିଙ୍ଗ୍ସ ମଧ୍ୟ ବାରବାଟୀକୁ ନିଜର ହୋମ ଗ୍ରାଉଣ୍ଡ କରିଥିଲେ। ଏହା ପରେ ଦୀର୍ଘ ୧୦ ବର୍ଷ ବିତି ଯାଇଥିଲେ ମଧ୍ୟ ବାରବାଟୀକୁ ଗୋଟିଏ ହେଲେ ବି ଆଇପିଏଲ ମ୍ୟାଚ ମିଳିପାରିନାହିଁ ।
IPL team Delhi Capitals is likely to play their first two IPL matches in Pune and Cuttack as Delhi’s Arun Jaitley Cricket Stadium will not be ready to host the tournament just days after hosting the Women’s Premier League final match. IPL schedule is expected later today;…
— ANI (@ANI) February 22, 2024
The post ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ! appeared first on Dharitri Odia News.