ବାର୍‌ ମାଲିକଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୭ା୭: ବାର୍‌ ମାଲିକ ସତ୍ୟ ମହାନ୍ତିଙ୍କୁ ରବିବାର ଲକ୍ଷ୍ମୀସାଗର ପୋଲିସ ଗିରଫ କରିଛି। ‘ରେନ୍‌ ଦ କ୍ଲବ୍‌’ର ମାଲିକ ସତ୍ୟଙ୍କ ନାମରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ଲକ୍ଷ୍ମୀସାଗର ପୋଲିସ ଆଜି ତାଙ୍କୁ ଗିରଫ କରିଛି। The post ବାର୍‌ ମାଲିକଙ୍କୁ ଗିରଫ କଲା ପୋଲିସ appeared first on Dharitri Odia News.

ବାର୍‌ ମାଲିକଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୭ା୭: ବାର୍‌ ମାଲିକ ସତ୍ୟ ମହାନ୍ତିଙ୍କୁ ରବିବାର ଲକ୍ଷ୍ମୀସାଗର ପୋଲିସ ଗିରଫ କରିଛି। ‘ରେନ୍‌ ଦ କ୍ଲବ୍‌’ର ମାଲିକ ସତ୍ୟଙ୍କ ନାମରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ଲକ୍ଷ୍ମୀସାଗର ପୋଲିସ ଆଜି ତାଙ୍କୁ ଗିରଫ କରିଛି।

The post ବାର୍‌ ମାଲିକଙ୍କୁ ଗିରଫ କଲା ପୋଲିସ appeared first on Dharitri Odia News.