ବାଲିଗୁଡ଼ା ବସଷ୍ଟାଣ୍ଡରେ ଦୋକାନ କରି ବିକୁଥିଲେ ବିଦେଶୀ ମଦ ସହ ଗଞ୍ଜେଇ, ବେପାରୀ ଗିରଫ

ବାଲିଗୁଡା,୨୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ବସଷ୍ଟାଣ୍ଡରେ ଦୋକାନ କରିଥିବା ବରଡ଼ ଭେରାଇଟ ଷ୍ଟୋରରେ ଚକଲେଟ, ବିସ୍କୁଟ, ମିକ୍ଚର ବିକ୍ରି ନାମରେ ଦୀର୍ଘଦିନ ଧରି ବିଦେଶୀ ମଦ ବିକ୍ରି କରାଯାଉଥିଲା। ଏନେଇ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ପରେ ସେ ପୋଲିସ ଟିମ ସହ ଦୋକାନ ଉପରେ ଅଚାନକ ଚଢ଼ାଉ କରି ୧କେଜି ୨୧୦ଗ୍ରାମ ଗଞ୍ଜେଇ ଜବତ କରିବା ସହ ସିଗାରେଟ ଗୋଗୋ ୧କେଜି ୧୧୦ଗ୍ରାମ, ମିଗ୍ଦୱାଲ ୱିସ୍କି […] The post ବାଲିଗୁଡ଼ା ବସଷ୍ଟାଣ୍ଡରେ ଦୋକାନ କରି ବିକୁଥିଲେ ବିଦେଶୀ ମଦ ସହ ଗଞ୍ଜେଇ, ବେପାରୀ ଗିରଫ appeared first on Dharitri Odia News.

ବାଲିଗୁଡ଼ା ବସଷ୍ଟାଣ୍ଡରେ ଦୋକାନ କରି ବିକୁଥିଲେ ବିଦେଶୀ ମଦ ସହ ଗଞ୍ଜେଇ, ବେପାରୀ ଗିରଫ

ବାଲିଗୁଡା,୨୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ବସଷ୍ଟାଣ୍ଡରେ ଦୋକାନ କରିଥିବା ବରଡ଼ ଭେରାଇଟ ଷ୍ଟୋରରେ ଚକଲେଟ, ବିସ୍କୁଟ, ମିକ୍ଚର ବିକ୍ରି ନାମରେ ଦୀର୍ଘଦିନ ଧରି ବିଦେଶୀ ମଦ ବିକ୍ରି କରାଯାଉଥିଲା। ଏନେଇ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ପରେ ସେ ପୋଲିସ ଟିମ ସହ ଦୋକାନ ଉପରେ ଅଚାନକ ଚଢ଼ାଉ କରି ୧କେଜି ୨୧୦ଗ୍ରାମ ଗଞ୍ଜେଇ ଜବତ କରିବା ସହ ସିଗାରେଟ ଗୋଗୋ ୧କେଜି ୧୧୦ଗ୍ରାମ, ମିଗ୍ଦୱାଲ ୱିସ୍କି ୫୫ ବୋଟଲ, ଓଲ୍ଡମଙ୍କ ୨୦ଟଟା, ପାଉଚ ୩ଟା, ବିଅର୍‌ କେନ୍‌ ୫ ଟା ଏବଂ ୧୭ ଲିଟର ବିଦେଶୀ ମଦ ଜବତ କରଛି। ଘଟଣାରେ ଦୋକାନୀ ସଦାନନ୍ଦ ବରଡକୁ ଗିରଫ କରାଯାଇଥିବା ବିଷୟ ପୋଲିସ ଏସ୍‌ଡିପିଓ ରାମେନ୍ଦ୍ର ପ୍ରସାଦ ପ୍ରକାଶ କରିଛନ୍ତି l

The post ବାଲିଗୁଡ଼ା ବସଷ୍ଟାଣ୍ଡରେ ଦୋକାନ କରି ବିକୁଥିଲେ ବିଦେଶୀ ମଦ ସହ ଗଞ୍ଜେଇ, ବେପାରୀ ଗିରଫ appeared first on Dharitri Odia News.