ବାଲିରେ ବଡସିଂହାର ବେଶ
ନବବର୍ଷ ୨୦୨୪ ଅବସରରେ ପୁରୀ ବେଳାଭୂମିରେ ଜଗନ୍ନାଥ ମହାପ୍ରଭୁଙ୍କ ବାଲୁକାକଳା ମାଧ୍ୟମରେ ଵଡସିଂହାର ବେଶ। ଏହି ବାଲୁକାକଳାକୃତିକୁ ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଛାତ୍ରୀଛାତ୍ର। The post ବାଲିରେ ବଡସିଂହାର ବେଶ appeared first on Dharitri Odia News.
ନବବର୍ଷ ୨୦୨୪ ଅବସରରେ ପୁରୀ ବେଳାଭୂମିରେ ଜଗନ୍ନାଥ ମହାପ୍ରଭୁଙ୍କ ବାଲୁକାକଳା ମାଧ୍ୟମରେ ଵଡସିଂହାର ବେଶ। ଏହି ବାଲୁକାକଳାକୃତିକୁ ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଛାତ୍ରୀଛାତ୍ର।
The post ବାଲିରେ ବଡସିଂହାର ବେଶ appeared first on Dharitri Odia News.