ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ କଳାସାଆନ୍ତ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ତଥା ପଦ୍ମଶୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି। The post ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ appeared first on Dharitri Odia News.
ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ କଳାସାଆନ୍ତ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ତଥା ପଦ୍ମଶୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି।
The post ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ appeared first on Dharitri Odia News.