ବାଲେଶ୍ବର, ଭଦ୍ରକରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ
ଭୁବନେଶ୍ୱର,୬।୬: ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ। ୧ ମିନିଟ୍ରେ ୨ରୁ ୩ ଥର ପ୍ରଚଣ୍ଡ ଶବ୍ଦ ଶୁଭିଛି। ଯାହାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ପ୍ରଚଣ୍ଡ ଶବ୍ଦ କେଉଁଠାରୁ ଶୁଭିଲା ସେନେଇ କୌଣସି ସୂଚନା ମିଳିପାରିନାହିଁ। The post ବାଲେଶ୍ବର, ଭଦ୍ରକରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ appeared first on Dharitri Odia News.
ଭୁବନେଶ୍ୱର,୬।୬: ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ। ୧ ମିନିଟ୍ରେ ୨ରୁ ୩ ଥର ପ୍ରଚଣ୍ଡ ଶବ୍ଦ ଶୁଭିଛି। ଯାହାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ପ୍ରଚଣ୍ଡ ଶବ୍ଦ କେଉଁଠାରୁ ଶୁଭିଲା ସେନେଇ କୌଣସି ସୂଚନା ମିଳିପାରିନାହିଁ।
The post ବାଲେଶ୍ବର, ଭଦ୍ରକରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ appeared first on Dharitri Odia News.